ଆଶ୍ରୟସ୍ଥଳୀ ସଂପୂର୍ଣ୍ଣ ପ୍ରସ୍ତୁତ, ପ୍ରଥମେ ୧୦ ଲକ୍ଷ ଲୋକ ହେବେ ସ୍ଥାନାନ୍ତର
ଭୁବନେଶ୍ବର : ଆତଙ୍କ ସୃଷ୍ଟି କରିଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଧୀରେ ଧୀରେ ସ୍ଥଳ ଭାଗକୁ ମାଡ଼ି ଆସୁଛି । ବୁଧବାର ବାତ୍ୟା ରୂପ ନେଇ ଏହା ସ୍ଥଳ ଭାଗ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାରି ମଧ୍ୟରେ ଘୂର୍ଣ୍ଣିଝଡ଼ ଗଭୀର ଅବପାତର ରୂପ ମଧ୍ୟ ନେଇ ସାରିଲାଣି । ସେପଟେ…