କେଜ୍ରିଓ୍ବାଲଙ୍କ ଗିରଫକୁ ବିରୋଧ କରି ଆପ୍ ର ବିକ୍ଷୋଭ, ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦାବି କଲା ବିଜେପି
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ଦାବି କରି ନୂଆଦିଲ୍ଲୀରେ ବିଜେପିର ବିରୋଧ ପ୍ରଦର୍ଶନ । ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଦାବି କରିଛନ୍ତି ବିଜେପି କର୍ମୀମାନେ । ଏହାସହ ଜେଲ୍ ରୁ କାମ କରିବାକୁ ବିଜେପି…