ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଚେୟାରମ୍ୟାନ ମାଧବୀ ପୁରୀ
ନୂଆଦିଲ୍ଳୀ: ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ୍ ବୋର୍ଡ ଅଫ୍ ଇଣ୍ଡିଆ (ସେବି) ଚେୟାରମ୍ୟାନ୍ ମାଧବୀ ପୁରୀ ବୁଚଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ସରକାର ତାଙ୍କୁ ନିର୍ଦୋଷ ପ୍ରମାଣିତ କରିଛନ୍ତି। ଏହା ସରକାରୀ ସୂତ୍ରରୁ ଜାଣିବାକୁ ମିଳିଛି। ୨୦୨୫ ମସିହା ଫେବ୍ରୁଆରୀରେ ତାଙ୍କ…