ସବୁଠାରୁ ବଡ଼ ପ୍ରତିରକ୍ଷା ଚୁକ୍ତି ଖୁବ୍ ଶୀଘ୍ର ହେବ ଚୂଡ଼ାନ୍ତ; ଜର୍ମାନୀ ଭାରତକୁ ଦେବ ୬ଟି ଘାତକ ବୁଡ଼ାଜାହାଜ
ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ପ୍ରତିରକ୍ଷା କ୍ଷେତ୍ରରେ ନିରନ୍ତର ସୁଦୃଢ଼ ହେଉଛନ୍ତି । ଏହି ପରିପ୍ରେକ୍ଷୀରେ, ଭାରତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ଜର୍ମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାକୁ ଯାଉଛି । ଜର୍ମାନ…