ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ, କାଲିଠୁ ସ୍ଵାଭାବିକ ଓପିଡି ସେବା
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଗୁରୁବାର ସାରା ଓଡ଼ିଶାରେ ଆନ୍ଦୋଳନରତ ଡାକ୍ତରମାନେ ନିଜ ଆନ୍ଦୋଳନରୁ ଓହରିଛନ୍ତି। ଯାହା ଫଳରେ କାଲିଠୁ ସ୍ଵାଭାବିକ ଭାବେ ଚାଲିବ ଓପିଡି ସେବା।
ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓମସା) ଅଧୀନରେ ବିଭିନ୍ନ ଦାବି ନେଇ ସରକାରୀ…