ସରକାରଙ୍କ ଇସାରାରେ କାମ କରୁଛି ନିର୍ବାଚନ ଆୟୋଗ: କପିଲ ସିବଲ
ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ ନିର୍ବାଚନ ବଣ୍ଡ ପ୍ରସଙ୍ଗରେ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । କେବଳ ସେତିକି ନୁହେଁ ଦେଶରେ ୭ଟି ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି ।
ସେ କହିଛନ୍ତି ଯେ,…