Latest Odisha News

BREAKING NEWS

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି।  ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି ବୋଲି ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଜେପିକୁ ବଡ ଝଟକା, ଦଳ ଛାଡିଲେ ଅଜୟ ପ୍ରତାପ ସିଂ

ଭୋପାଲ: ଲୋକସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମଧ୍ୟପ୍ରଦେଶରେ ବିଜେପିକୁ ଲାଗିଲା ଏକ ବଡ଼ ଝଟକା । ଦଳରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଅଜୟ ପ୍ରତାପ ସିଂ । ଶୁଣିବାକୁ ମିଳୁଛି ଯେ, ଲୋକସଭା ଟିକେଟ୍ ନ ପାଇବାରୁ ସିଂ ଦଳ ଛାଡିଛନ୍ତି । ଅଜୟ ପ୍ରତାପ ସିଂ ବର୍ତ୍ତମାନ ସ୍ୱାଧୀନ ଭାବରେ…

ରାଜ ବବ୍ବରଙ୍କ ଦଳ ବଦଳକୁ ନେଇ ଚର୍ଚ୍ଚା, ଝିଅ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: କିଛି ସମୟ ପରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ହେଲେ କଂଗ୍ରେସ ପାର୍ଟିର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଦଳର ଅନେକ ନେତା ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ୁଥିବା ବେଳେ ଶାସକ ଦଳକୁ ଟକ୍କର ଦେଇ ଗଢ଼ିଥିବା ଇଣ୍ଡିଆ ମେଣ୍ଟରେ ମଧ୍ୟ ଫାଟ ସୃଷ୍ଟି ହୋଇଛି । ଏବେ…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ  ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…

ବିଜେପିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟୀକା ଅନୁରାଧା ପଡ଼ୱାଲ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ ପ୍ରସିଦ୍ଧ ଗାୟୀକା ଅନୁରାଧା ପଡୱାଲ। ସେ ଆଜି ଅପରାହ୍ନରେ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ଖୁବଶୀଘ୍ର ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି ଆଉ ଏହି ସମୟରେ ଅନୁରାଧା ପାଉଡୱାଲ ରାଜନୈତିକ କ୍ୟାରିୟର ଆରମ୍ଭ…

ମୋଦୀ ସରକାରଙ୍କ ବଡ ଆକ୍ସନ, ୫ବର୍ଷ ପାଇଁ ବ୍ୟାନ ହେଲା ୟାସୀନ ମଲ୍ଲିକଙ୍କ ବିଛିନ୍ନତାବାଦୀ ଦଳ

ନୂଆଦିଲ୍ଲୀ: କାଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କ ଦଳକୁ ବ୍ୟାନ କଲେ ମୋଦୀ । ଆଜି ନରେନ୍ଦ୍ର ମୋଦୀ ସରକାର ଘୋଷଣା କରିଛନ୍ତି ଯେ, 'ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ' ପାଞ୍ଚ ବର୍ଷ ପାଇଁ ଏକ 'ବେଆଇନ ସଂଗଠନ' ହେବ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଜାମ୍ମୁ…

‘ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ’

କଟକ: ମାଟ୍ରିକ ମୂଲ୍ୟାୟନ ନେଇ ବୋର୍ଡ ପକ୍ଷରୁ ପ୍ରେସମିଟ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବ କହିଲେ, ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଏବର୍ଷ ପିଲାମାନେ ନିଜ ମାଟ୍ରିକ୍ ପରୀକ୍ଷା ଫଳ ଅନଲାଇନରେ ଦେଖିବା ସହ ପରୀକ୍ଷା ଫଳ ବାହାରିବା ୭ ଦିନ ଭିତରେ ଡିଜିଟାଲ ସାର୍ଟିଫିକେଟର କପି…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।…

ରାମଲାଲାଙ୍କ ଜନ୍ମତ୍ସବ ପାଇଁ ୩ଦି ଯାଏଁ ୨୪ଘଣ୍ଟା ହେବ ସାଧାରଣ ଦର୍ଶନ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ ଘୋଷଣା । ରାମନବମୀ ଅବସରରେ ୩ଦିନ ଯାଏଂ ୨୪ ଘଣ୍ଟିଆ ଦର୍ଶନ ପାଇବେ ଭକ୍ତ । ଅଯୋଧ୍ୟାର ବରିଷ୍ଠ ଅଧିକାରୀଙ୍କ ସହ ଏକ ହୋଇଥିବା ଏକ ବୈଠକରେ ଏହି ନିଷ୍ପତି ନେଇଛନ୍ତି ଯୋଗୀ । ନବରାତ୍ରୀର ଅଷ୍ଟମୀ, ନବମୀ ଏବଂ ଦଶମୀ ଦିନ ପ୍ରଭୁ…