ନାୟବ ସିଂହ ସୈନି ହେବେ ହରିୟାଣା ମୁଖ୍ୟମନ୍ତ୍ରୀ : କାଲି ଶପଥ ନେବେ
ନୂଆଦିଲ୍ଲୀ : ହରିୟାଣାରେ ହ୍ୟାଟ୍ରିକ ମାରିବା ପରେ ପୁଣି ସରକାର ଗଢିବ ବିଜେପି। ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂହ ସୈନି । ପୂର୍ବ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି । …