ଡକାୟତି ଯୋଜନା ପଣ୍ଡ, ୫ ଜଣିଆ ଗ୍ୟାଙ୍ଗକୁ ଗିରଫ କଲା ପୋଲିସ
ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ମାଡିବସିଲା ପୋଲିସ । ଘଟଣାସ୍ଥଳରୁ ୫ ଜଣିଆ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ଇନଫୋସିଟି ଥାନା ପୋଲିସ । ସେମାନଙ୍କୁ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି ।
ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଇନଫୋସିଟି ଥାନା…