ସୁବଣ୍ଣର୍ପୁର ଜିଲ୍ଲା ପାଇଲା ପୁଣି ତିନୋଟି ଏନଏସି
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ପୁଣି ତିନୋଟି ଏନଏସି ପାଇଛି । ସୁବଳୟା,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବରେ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ଡୁଙ୍ଗୁରୀପାଲି,ବିରମହାରାଜପୁରକୁ ଏନଏସି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏବେ ଜିଲ୍ଲାରେ …