ଏଟିସିରେ ଯାନ୍ତ୍ରିକ ତ୍ରୁଟି, ୧୦୦ରୁ ଅଧିକ ବିମାନ ଉଡାଣ ବିଳମ୍ୱ
ନୂଆଦିଲ୍ଲୀ: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦିନ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।
ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ଏଟିସି) ସିଷ୍ଟମରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଉଡାଣ ବାଧାପ୍ରାପ୍ତ…