ରାଜସ୍ଥାନରେ ସେନାର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ, ପାଇଲଟ ସୁରକ୍ଷିତ
ଜୟପୁର: ରାଜସ୍ଥାନର ଜୈସଲମେରରେ ଭାରତୀୟ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଜୈସେଲମେରର ଜବାହାର ନଗରରେ ଏଭଳି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପାଇଲଟ୍ ସୁରକ୍ଷିତ ଥିବା ସୂଚନା ରହିଛି ।
ସୂଚନା ମୁତାବକ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ସେନା ବିମାନଟି ହେଲା LCA ଯଥା…