‘୨୦୦୮ ଆତଙ୍କବାଦୀ ଆକ୍ରମଣର ପୁନରାବୃତ୍ତି ହେବ’ ଧମକ ଦେଇଥିବା ଯୁବକ ବ୍ରଜରାଜନଗରରୁ ଗିରଫ
ବ୍ରଜରାଜନଗର: ସୁରକ୍ଷା ଏଜେନ୍ସିକୁ ଧମକପୂର୍ଣ୍ଣ ଇମେଲ୍ ପଠାଇବା ଅଭିଯୋଗରେ ବ୍ରଜରାଜନଗର ଥାନା ପୁଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଏହି ଇମେଲରେ ଦାବି କରାଯାଇଛି ଯେ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ପୁନରାବୃତ୍ତି ହେବା ନିଶ୍ଚିତ।
ଅଭିଯୋଗକୁ ଭିତ୍ତି କରି ପୁଲିସ ଯୁବକଙ୍କୁ ଇ-ମେଲ୍…