ଟି୨୦ରେ ଭାରତର ରେକର୍ଡ ସ୍କୋର
ହାଇଦ୍ରାବାଦ: ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ରେକର୍ଡ ସ୍କୋର କରିଛି । ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ୨୦ ଓଭରରେ ୬ ୱିକେଟ ହରାଇ ୨୯୭ ରନ ସଂଗ୍ରହ କରିଥିଲା…