ମହାଶିବ ରାତ୍ରି: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ନୂଆଦିଲ୍ଲୀ: ଆଜି ମହାଶିବ ରାତ୍ରି । ମହାଶିବ ରାତ୍ରି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ମହାଶିବ ରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କ ଜୀବନରେର ସୁଖ,ଶାନ୍ତି ଆଣୁ ମହାଶିବ…