ଆମେଠିରେ କଂଗ୍ରେସକୁ ଘାରିଛି ପରାଜୟର ଭୟ: ସ୍ମୃତି ଇରାନୀ
ନୂଆଦିଲ୍ଲୀ: ଖୁବଶୀଘ୍ର ଘୋଷଣା ହେବାକୁ ଯାଉଛି ଲୋକସଭା ନିର୍ବାଚନ ତାରିଖ। ଏହାପୂର୍ବରୁ ବିଜେପି-କଂଗ୍ରେସ ସମେତ ସମସ୍ତ ଦଳ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ଅଛନ୍ତି। ୧୯୫ଟି ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ କଂଗ୍ରେସ ଏପର୍ଯ୍ୟନ୍ତ ନିଜର ପ୍ରାର୍ଥୀ ଘୋଷଣା କରିନାହିଁ।…