ଫୁଲବାଣୀ ରାଣୀପଥର ଘାଟିରେ ଓଲଟିଲା ଓଏସଆରଟିସି ବସ୍, ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ
ଫୁଲବାଣୀ: ବୌଦ୍ଧ-କନ୍ଧମାଳ ସୀମାନ୍ତରେ ଓଏସଆରଟିସି ବସ୍ ଦୁର୍ଘଟଣାଗସ୍ତ । ଭାରସାମ୍ୟ ହରାଇ ବସଟି ଫୁଲବାଣୀ ରାଣୀପଥର ଘାଟିରୁ ତଳକୁ ଖସିପଡ଼ିଛି । ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି…