ଛତିଶା ନିଯୋଗ ବୈଠକ, ନିର୍ଘଣ୍ଟ ହେବ କାର୍ତ୍ତିକ ମାସର ନୀତିକାନ୍ତି
ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। କାର୍ତ୍ତିକ ମାସର ନୀତିକାନ୍ତି ଓ…