ଏନଏସି ଦାବି ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ
ସୁବର୍ଣ୍ଣପୁର/ଜଗତସିଂହପୁର: ଆଜି ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ ରହିଛି । ଉଲୁଣ୍ଡାକୁ ଏନଏସି ଘୋଷଣା, ଯେଏମଏଫସି କୋର୍ଟ ଏବଂ ସୈନିକ ସ୍କୁଲ ଦାବିରେ ଆଜି ସଚେତନ ନାଗରିକ ଏବଂ ଅଞ୍ଚଳବାସୀ ତରଫରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି l
ଅତ୍ୟାବଶ୍ୟକ ସାମଗ୍ରୀ ତଥା ଜରୁରୀକାଳୀନ ସେବାକୁ…