ଅକାଳରେ ମୃତ୍ୟୁବରଣ କରିଥିବା ଛୁଆ ହାତୀକୁ ସମାଧୀ ଦିଏ ମା’ ହାତୀ, ସାମ୍ନାକୁ ଆସିଲା ପୁରା ତଥ୍ୟ
ନୂଆଦିଲ୍ଲୀ: ହାତୀ ଏକ ସମ୍ବେଦନଶୀଳ ପ୍ରାଣୀ । ସେମାନେ ବହୁତ ବୁଦ୍ଧିମାନ ମଧ୍ୟ । ଆଜି ବି ଭାରତର ଅନେକ ମନ୍ଦିରରେ ହାତୀ ଥିବା ଦେଖାଯାଏ । ହାତୀ ତା’ର ଶୁଣ୍ଢରେ ସମସ୍ତଙ୍କୁ ଆଶୀର୍ବାଦ ଦେଇଥାଏ । ଏହାରି ଭିତରେ ଏକ ଅଧ୍ୟୟନରୁ ହାତୀ ମାନଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ କଥା ପ୍ରକାଶ ପାଇଛି ।…