କେନ୍ଦୁଝରରେ ଜୁଆଙ୍ଗ ଜନଜାତିଙ୍କ ସହ ଆଲୋଚନା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କେନ୍ଦୁଝର: ଓଡ଼ିଶା ଗସ୍ତର ଦ୍ଵିତୀୟ ଦିନରେ କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗୋନାସିକାର କଦଳୀବାଡ଼ି ଗାଁରେ ପହଞ୍ଚି ରାଷ୍ଟ୍ରପତି ଜୁଆଙ୍ଗ ଜନଜାତିଙ୍କ ସହ ଆଲୋଚନା କରିଛନ୍ତି । ଜନଜାତିଙ୍କ ଆର୍ଥିକ ବିକାଶ ସହ ସ୍ୱାବଲମ୍ବୀ ଉପରେ ଗୁରୁତ୍ୱ ଦିଆଯିବ ବୋଲି ରାଷ୍ଟ୍ରପତି କହିଛନ୍ତି…