ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5-T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ୍ ଟ୍ୟାପ୍, ପକ୍କା ରାସ୍ତା, ସ୍ବରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ…