୫୦ ପ୍ରତିଶତ ବୃଦ୍ଧି ପାଇଲା ରାଜ୍ୟର ଲ’ ଅଫିସରଙ୍କ ଦୈନିକ ଓ ରିଟେନର୍ ଫି’
ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ…