Latest Odisha News

BREAKING NEWS

ଅଡୁଆରେ ରିୟା: ୫୦୦ କୋଟି ଠକେଇ ମାମଲରେ ଅଭିନେତ୍ରୀଙ୍କୁ ନୋଟିସ୍‌

ନୂଆଦିଲ୍ଲୀ: ପୁଣି ଅଡୁଆରେ ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ୫୦୦ କୋଟି ଟଙ୍କା ଠକେଇ ମାମଲାରେ ଦିଲ୍ଲୀ ପୋଲିସ୍‌ ନୋଟିସ୍ ଜାରି କରିଛି। HIBOX ଆପ୍ ସହିତ ୫୦୦ କୋଟି ଟଙ୍କା ଦୁର୍ନୀତି ମାମଲାରେ ଜେରା ପାଇଁ ରିୟାଙ୍କୁ ନୋଟିସ୍ ପଠାଇଛି ଦିଲ୍ଲୀ ପୋଲିସ୍‌। ଏଠାରେ କହି ରଖୁଛୁ HIBOX…

ୱେଟର୍ ଚାକିରି ପାଇଁ ଲାଗିଛି ଲମ୍ବା ଲାଇନ୍, ଧାଡ଼ିରେ ଭାରତୀୟ ଛାତ୍ର

ନୂଆଦିଲ୍ଲୀ: କାନାଡାରେ ବେକାରୀ ସମସ୍ୟା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଲୋକଙ୍କୁ ରହିବା ପାଇଁ ଘର ମଧ୍ଯ ମିଳୁନାହିଁ। ଏଭଳି ସ୍ଥଳେ ଏକ ଭାଇରାଲ ଭିଡିଓକୁ ନେଇ ଚିନ୍ତା ବଢିବାରେ ଲାଗିଛି। କାନାଡାର ବ୍ରମ୍ପଟନରେ ୱେଟର ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିଥିଲା। ୱେଟର ହେବାକୁ ହଜାର ହଜାର…

ଅଧା ରାସ୍ତାରେ ହାତ ଛାଡିଲେ ପତ୍ନୀ, ସ୍ତ୍ରୀଙ୍କ ସ୍ମୃତିରେ କିଛି ଏମିତି କଲେ ସ୍ବାମୀ….ଯାହା ଆପଣଙ୍କୁ ବି ଆଶ୍ଚର୍ଯ୍ୟ…

ବ୍ରହ୍ମପୁର: ପତ୍ନୀଙ୍କ ବିୟୋଗରେ ଅନେକ ସ୍ବାମୀ ତାଙ୍କ ସ୍ମୃତିରେ ତାଙ୍କୁ ମନେରଖିବା ପାଇଁ ବିଭିନ୍ନ କାରୁକାର୍ଯ୍ୟ ନିର୍ମାଣ କରନ୍ତି । ଯାହାର ନିଦର୍ଶନ ଆମେ ଅନେକ ଦେଖିଛେ । ସେଥିମଧ୍ୟରୁ ତାଜମହଲ ଅନ୍ୟତମ  । ହେଲେ ବ୍ରହ୍ମପୁରର ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କ ବିୟୋଗ ପରେ କିଛି ଏମିତି…

ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ…

ମଧ୍ୟପ୍ରଦେଶରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ନୂଆଦିଲ୍ଲୀ: ଦିଲ୍ଲୀ ପରେ ମଧ୍ୟପ୍ରଦେଶରେ ହୋଇଛି ବଡ଼ ଧରଣର ଚଢାଉ। ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦  କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା।…

ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ

ବାଲେଶ୍ବର: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍…

ଜମିବ ଗୋଷାଣୀ ଯାତ୍ରା, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ପୁରୀ: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଆଉ କିଛି ଦିନ ପରେ ଧରାପୃଷ୍ଠରେ ଅବତରଣ କରିବେ ଶକ୍ତି ସ୍ବରୂପିଣୀ ମା' ଦୁର୍ଗା । ଶ୍ରୀକ୍ଷେତ୍ର ପୁରୀରେ ଗୋଷାଣୀ ପୂଜାକୁ ନେଇ ପ୍ରସ୍ତୁତି ଆଗେଇ ଚାଲିଛି । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ସବୁଆଡ଼େ ଆରାଧନା କରାଯାଉଥିବା ବେଳେ…

ଗାଜାର ମସଜିଦ ଉପରେ ଏୟାର ଷ୍ଟ୍ରାଇକ; ୨୧ ମୃତ

ଗାଜା: ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ବଢିବାରେ ଲାଗିଛି। ଉଭୟ ପଟରୁ ଲଗାତାର ଆକ୍ରମଣ କରାଯାଉଛି। ଗାଜା ଅଞ୍ଚଳର ଏକ ମସଜିଦ ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ରବିବାର ଅତି କମରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଉତ୍ତର ଗାଜା ଏବଂ ଦକ୍ଷିଣ ବେରୁତରେ ବୋମା…

ଅମୃତସର ବିମାନ ବନ୍ଦରରୁ ଜବତ ହେଲା ୧୦ କୋଟି ଟଙ୍କାର କୋକେନ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି।…

ମହିଳାଙ୍କ ପେଟରୁ ବାହାରିଲା ଦୁଇ କେଜି ଓଜନର କେଶ ଗୁଚ୍ଛା

ବରେଲି: ଉତ୍ତରପ୍ରଦେଶର ବରେଲିରୁ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳାଙ୍କ ପେଟରୁ ୨ କେଜି ଓଜନର କେଶ ବାହାର କରିବାରେ ଡାକ୍ତରମାନେ ସଫଳ ହୋଇଛନ୍ତି। ମହିଳା ଜଣଙ୍କ ଦୀର୍ଘ୧୫ ବର୍ଷ ଧରି ନିଜ ମୁଣ୍ଡର କେଶ ଛିଡାଇ ଖାଉଥିଲେ। ଫଳରେ ତାର ପାକସ୍ତଳୀରେ କେଶର ଏକ ଗୁଚ୍ଛା ଜମି…