‘କାମ ଦେଉନି ଡବଲ ଇଞ୍ଜିନ, ପୁଣି ବିଜେଡିକୁ ଫେରିବେ ଜନତା’
ଭୁବନେଶ୍ବର: ରାଜ୍ୟରେ ଡବଲ ଇଞ୍ଜିନ କାମ ଦେଉନାହିଁ । ଲୋକଙ୍କ ସମସ୍ୟାରେ ମୁହଁ ଫିଟାଉନାହାନ୍ତି ସରକାର । ତେଣୁ ଓଡିଶାର ଲୋକେ ବିଜେଡିକୁ ଭୋଟ ଦେବାକୁ ସ୍ଥିର କରିସାରିଲେଣି ବୋଲି ଦାବି କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।
ଖାଲି ସେତିକି ନୁହେଁ, ପିଜେପି ଯାହା…