ବ୍ୟକ୍ତିଗତ ଓ ପେଶାଦାର ଜୀବନକୁ ନେଇ ଟେନସନରେ କି? ଆପଣାନ୍ତୁ ଏସବୁ ଟିପ୍ସ…
ଭୁବନେଶ୍ୱର: ଆଜିର ବ୍ୟସ୍ତବହୁଳ ଜୀବନରେ ଅନେକ ଲୋକ ନିଜର ବ୍ୟକ୍ତିଗତ ଓ ପେଶାଦାର ଜୀବନକୁ ସନ୍ତୁଳନ ରଖି ପାରୁନାହାନ୍ତି, ଯେଉଁଥିପାଇଁ ସେମାନେ ଟେନସନ୍ ଓ ଚାପରେ ରହୁଛନ୍ତି । ଫଳରେ ପରବର୍ତ୍ତୀ ସମୟରେ ସେମାନେ ମାନସିକ ସ୍ଵାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।
ଲୋକମାନେ ଚାପରେ…