ଆସନ୍ତା ୫ ବର୍ଷରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର, ମହିଳାଙ୍କୁ ମିଳିବ ବିନା ସୁଧରେ ୧୦ ଲକ୍ଷ ଟଙ୍କା ଋଣ
ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ମିଶନ ଶକ୍ତି ମହିଳା ମାନଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ପେରସ୍ତ ହେବ । ମୋଟ ୧୪୫କୋଟି ଟଙ୍କା ଫେରସ୍ତ…