କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି
ଭୁବନେଶ୍ଵର; ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନ୍ର ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ୨୬.୯୬ କିଲୋମିଟର ଲମ୍ବା ଏହି ରାଜପଥର ପ୍ରଶସ୍ତିକରଣ ପାଇଁ ୨୦୨୩-୨୪ ବାର୍ଷିକ ଯୋଜନାରେ…