ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ‘ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍ ମାର୍କ’
ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ…