ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ, ଫେରିଲେ ପନ୍ତ
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଘରୋଇ ଟେଷ୍ଟ ସିରିଜ ପାଇଁ ବୁଧବାର ଭାରତୀୟ କ୍ରିକେଟ ଦଳର ଘୋଷଣା କରାଯାଇଛି । ଶୁଭମନ ଗିଲଙ୍କ ନେତୃତ୍ୱରେ ଘୋଷିତ ଦଳରେ ଷ୍ଟାର ୱିକେଟକିପର ରିଷଭ ପନ୍ତ ଫେରିଛନ୍ତି । ଆଘାତ ସମସ୍ୟା ଯୋଗୁ ସେ ଟିମଠାରୁ ଦୂରେଇ ରହିଥିଲେ । ତାଙ୍କୁ…