ଜାତୀୟ ଜୁନିୟର ମହିଳା ହକି ଚାମ୍ପିୟନଶିପ ପାଇଁ ଘୋଷଣା ହେଲା ଓଡିଶା ଦଳ
ଭୁବନେଶ୍ୱର: ଜାତୀୟ ଜୁନିୟର ମହିଳା ଚାମ୍ପିୟନଶିପ ପାଇଁ ମଙ୍ଗଳବାର ଓଡିଶା ହକି ଦଳର ଘୋଷଣା କରାଯାଇଛି । ହକି ଆସୋସିଏଶନ ଅଫ ଓଡିଶା ଦ୍ୱାରା ଘୋଷିତ ୧୮ ଜଣିଆ ଦଳର ନେତୃତ୍ୱ ସୁମି ମୁନ୍ଦରି ନେବେ । ତନୁଜା ଟପ୍ପୋ ଉପ ଅଧିନାୟିକା ଦାୟିତ୍ୱ ତୁଲାଇବେ । ରାଂଚିର ମାରାଙ୍ଗ ଗୋମକେ ଜୈପାଲ ସିଂ…