ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
କଟକ: ମାହାଙ୍ଗା ଡବଲ ମର୍ଡର ମାମଲା l ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍ l ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କଲେ ହାଇକୋର୍ଟ l ତଳକୋର୍ଟଙ୍କ ରାୟ ବିରୋଧରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା l ମାହାଙ୍ଗା ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ…