‘୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ୧୦ ହଜାରରୁ ଅଧିକ ବିଜେଡି ଟିକେଟ ପାଇବାକୁ ଆଶାୟୀ’
ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ବିଜୁ ଜନତା ଦଳ ଐତିହାସିକ ବିଜୟ ହାସଲ କରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନବୀନ ପଟ୍ଟନାୟକଙ୍କ ପ୍ରତି ଆସ୍ଥା ବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ଆଗାମୀ ନିର୍ବାଚନ ପାଇଁ ଜାତୀୟ ରାଜନୈତିକ ଦଳର ପେସାଦାର…