Latest Odisha News

BREAKING NEWS

ଭାରତର ଏହି ରାଜ୍ୟରେ ରହିଛି ସବୁଠାରୁ ଅଧିକ ମନ୍ଦିର…

ଚେନ୍ନାଇ: ଆମ ଦେଶ ଏକ ଧର୍ମନିରପେକ୍ଷ ରାଷ୍ଟ୍ର । ଏଠାରେ ସବୁ ଧର୍ମର ଲୋକ ବସବାସ କରନ୍ତି । ଯେଉଁଥିରେ ହିନ୍ଦୁ, ମୁସଲମାନ, ଶିଖ, ଖ୍ରୀଷ୍ଟିଆନ, ଜୈନ, ପାର୍ସୀ ଏବଂ ଅନ୍ୟ ଧର୍ମ ମଧ୍ୟ ଅନ୍ତର୍ଭୁକ୍ତ । ଏସବୁ ମଧ୍ୟରେ ହିନ୍ଦୁ ଧର୍ମାବଲମ୍ବୀଙ୍କ ସଂଖ୍ୟା ସର୍ବାଧିକ । ହିନ୍ଦୁ ଧର୍ମର ପ୍ରାୟ ୯୭…

ବିନା ଡ୍ରାଇଭରରେ ଶହେ କିମି ବେଗରେ ଦୌଡ଼ିଲା ମାଲଗାଡ଼ି

ନୂଆଦିଲ୍ଲୀ: ପଞ୍ଜାବର ପଠାନକୋଟ ନିକଟରେ ଆଜି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମାଲଗାଡି ଟ୍ରେନ୍ ହଠାତ୍ ଶହେ କିଲୋମିଟର ଦ୍ରୁତ ଗତିରେ ଦୌଡ଼ିବାରେ ଲାଗିଥିଲା । ତେବେ ଏହି ମାଲଗାଡ଼ିରେ ଟ୍ରେନ୍ ଡ୍ରାଇଭର ନଥିଲେ । ବିନା ଡ୍ରାଇଭରରେ ମାଲଗାଡି ରେଳ ଧାରଣାରେ ଚାଲୁଥିଲା ।…

ସାଂସଦ ଓ ବିଧାୟକଙ୍କ ଅପରାଧିକ ମାମଲାର ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଓଡ଼ିଶା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରି ରାଜ୍ୟ ସରକାରଙ୍କୁ ନୂଆ ସମୟ ସୀମା ଜାରି କରିଛନ୍ତି। ପୂର୍ବରୁ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାର ବିଭିନ୍ନ ଅଦାଲତରେ ସାଂସଦ ଓ ବିଧାୟକଙ୍କ ବିରୋଧରେ ବିଚାରାଧୀନ ଥିବା ଅପରାଧିକ ମାମଲାର ତ୍ୱରିତ ସମାଧାନ ପାଇଁ କ'ଣ ପଦକ୍ଷେପ ନିଆଯାଇଛି ସେ…

ଛତିଶଗଡ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି: ଛତିଶଗଡ ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ-ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ । ସେପଟେ ମାଓବାଦୀଙ୍କ ଗୁଳିରେ ଆହତ ହୋଇଛନ୍ତି ଜଣେ ଯବାନ । ଯବାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି । ସୂଚନା ଅନୁସାରେ,…

‘ମନ୍ କୀ ବାତ’ରେ ଓଡ଼ିଆ ଦମ୍ପତି ଜୟନ୍ତୀ ମହାପାତ୍ର ଓ ବୀରେନ ସାହୁଙ୍କୁ ଖୁବ ପ୍ରଶଂସା କଲେ…

ଭୁବନେଶ୍ୱର: 'ମନ୍ କୀ ବାତ୍' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରେଡିଓ ଅଭିଭାଷଣରେ ଓଡ଼ିଶାର ଏକ ଦମ୍ପତିଙ୍କ ଉଲ୍ଲେଖନୀୟ ପ୍ରୟାସକୁ ପ୍ରଶଂସା କରିଛନ୍ତି। ଏକଦା ବେଙ୍ଗାଲୁରୁରେ ମ୍ୟାନେଜମେଣ୍ଟ ପ୍ରଫେସନାଲ ଥିବା ଜୟନ୍ତୀ ମହାପାତ୍ର ଓ ତାଙ୍କ ସ୍ୱାମୀ ବିରେନ ସାହୁ ଏକ…

ଚିଲିକା ହ୍ରଦରେ ଅଟକିଗଲା ଡଙ୍ଗା: ଉଦ୍ଧାର ଅପେକ୍ଷାରେ ଯାତ୍ରୀ

ଚିଲିକା: ଚିଲିକା ହ୍ରଦର ମଝିରେ ଏକ ମୋଟର ଚାଳିତ ଯାତ୍ରୀବାହୀ ଡଙ୍ଗା ବିପଜ୍ଜନକ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଡଙ୍ଗାର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ରହିବାରୁ ଏପରି ଅସୁବିଧା ସାମ୍ନା କରିବାକୁ ପଡିଛି। ଜହ୍ନିକୁଦରୁ ସାତପଡ଼ା ଅଭିମୁଖେ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ମୋଟର ଚାଳିତ…

ଆସନ୍ତା ୩ମାସ ପର୍ଯ୍ୟନ୍ତ ବନ୍ଦ ରହିବ ମୋଦୀଙ୍କ ମନ୍ କି ବାତ୍, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ: ଲୋକପ୍ରିୟ 'ମନ୍ କି ବାତ୍' କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ ଡ୍ରୋନ୍ ଦିଦିଙ୍କ ସହ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଦେଶରେ ନମୋ ଦିଦି ଡ୍ରୋନ ଉପରେ ଆଲୋଚନା ହେଉଛି । ମହିଳା…

ଅକ୍ଷୟ କୁମାର ଓ ସନ୍ନି ଦେଓଲଙ୍କ ସହ ଫିଲ୍ମ କରିଥିଲେ ଦିବ୍ୟା ଭାରତୀ

ନୂଆଦିଲ୍ଲୀ: ଦିବ୍ୟା ଭାରତୀ ବଲିଉଡର ଜଣେ ଲୋକପ୍ରିୟ ଅଭିନେତ୍ରୀ ଥିଲେ। ୯୦ ଦଶକରେ ସେ ବହୁ ସୁପରହିଟ୍ ଫିଲ୍ମ ଦେଇଛନ୍ତି। ତାଙ୍କ ଅଭିନୟର ଯାଦୁ ଆଜି ବି  ପ୍ରଶଂସକଙ୍କ ହୃଦୟରେ ରହିଛି । ତେବେ ୧୯ ବର୍ଷ ବୟସରେ ତାଙ୍କ ଅକାଳ ବିୟୋଗ  ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ଶୋଲା, ଶବନମ,…

ବିବାହ ପରେ ରକୁଲଙ୍କ ପ୍ରଥମ ରୋଷେଇ, ପ୍ରସ୍ତୁତ କଲେ ଏହି ସ୍ଵତନ୍ତ୍ର ଡିସ୍

ମୁମ୍ବାଇ: ଗତ ଫେବୃଆରୀ ୨୧ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବଂ ଜ୍ୟାକି ଭାଗ୍ନାନୀ । ରକୁଲ ପ୍ରୀତ ସିଂ ଏବଂ ଜ୍ୟାକିଙ୍କ ଗ୍ରାଣ୍ଡ ବିବାହର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହାରିଭିତରେ ବର୍ତ୍ତମାନ ସାମ୍ନାକୁ ଆସିଛି…