Latest Odisha News

BREAKING NEWS

ମଙ୍କିପକ୍ସ ଆତଙ୍କ: ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ

ନୂଆଦିଲ୍ଲୀ: ମଙ୍କିପକ୍ସକୁ ନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ । ସଚେତନ ବାର୍ତ୍ତା ପ୍ରଚାର ଓ ପ୍ରତିଷେଧକ ବ୍ୟବସ୍ଥା କରିବାକୁ ଦେଲେ ପରାମର୍ଶ । ଜିଲ୍ଲା ଓ ରାଜ୍ୟସ୍ତରରେ ବରିଷ୍ଠ ଅଧିକାରୀଙ୍କୁ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେବା ସହ ଚିହ୍ନଟ ଓ…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଏଥର ଦୁର୍ଗାପୂଜାରେ ରାସ୍ତା ଉପରେ ହେବନି ତୋରଣ

କଟକ: ଏଥର ଦୁର୍ଗାପୂଜାରେ ରାସ୍ତା ଉପରେ ହେବନି ତୋରଣ । ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି ହାଇକୋର୍ଟ । ଏଥିସହ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସେହିପରି କଟକ ସହରର ରାସ୍ତାଘାଟ ଅବସ୍ଥାକୁ ଅସନ୍ତୋଷ ପ୍ରକାଶ କରିବା ସହ ଶବ୍ଦ…

ବିଲକିସ ବାନୋ ଘଟଣା: ଗୁଜୁରାଟ ସରକାରଙ୍କୁ ବଡ ଝଟକା

ନୂଆଦିଲ୍ଲୀ: ବିଲକିସ ବାନୋ ଘଟଣା । ବିଜେପି ଶାସିତ ଗୁଜୁରାଟ ସରକାରଙ୍କୁ ବଡ ଝଟକା । ଘଟଣାରେ ଗିରଫ ଅଭିଯୁକ୍ତ ମାନଙ୍କୁ ଖଲାସ କରିବା ପାଇଁ ଦିଆଯାଇଥିବା ଆଦେଶରେ କରାଯାଇଥିବା ମନ୍ତବ୍ୟଗୁଡ଼ିକୁ ହଟାଇବାକୁ ମନାକରିଦେଇଛନ୍ତି ସୁପ୍ରିମକୋର୍ଟ । ଗୁଜୁରାଟ ସରକାର ନିଜ ବିରୋଧରେ ଦିଆଯାଇଥିବା କିଛି…

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଆଖି ବୁଜିଲା ‘ଅଭି’

ଭୁବନେଶ୍ବର: ପୁଣି ଗଲା ଏକ ହାତୀର ଜୀବନ । ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ଅଣ୍ଡିରା ହାତୀ ଶାବକ ‘ଅଭି’ର ମୃତ୍ୟୁ ହୋଇଛି । ହରପିସ୍‌ ସଂକ୍ରମଣରେ 'ଅଭି'ର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତ କିଛି ଦିନ ହେବ ଅସୁସ୍ଥ ଥିବାରୁ ‘ଅଭି’ ଠିକ୍ ଭାବରେ ଖାଦ୍ୟ ଗ୍ରହଣ କରୁନଥିଲା ।…

ଜିତିଆ ପର୍ବରେ ଅଘଟଣ; ଗାଧୋଇବା ବେଳେ ବୁଡିଯାଇ ୪୦ ମୃତ

ପାଟନା: ଉତ୍ତରପ୍ରଦେଶର ଅନେକ ଜିଲ୍ଲାରେ ଜିତିଆ ପର୍ବରେ ଘଟିଯାଇଛି ଦୁଃଖଦ ଘଟଣା। ଜିତିଆ ପର୍ବ ପାଳନ ସମୟରେ ବିଭିନ୍ନ ସ୍ଥାନରେ ପୋଖରୀ ଓ ନଦୀରେ ଗାଧୋଇବା ବେଳେ ପ୍ରାୟ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଜିତିଆ ପର୍ବରେ ଔରଙ୍ଗାବାଦରେ ସର୍ବାଧିକ ଲୋକଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ…

ବଢୁଛି ଜଳ ସ୍ତର; ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ହୀରାକୁଦ ଜଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ଆଜି ପୁଣି ହୀରାକୁଦ ଡ଼୍ୟାମର ଆଉ ୨ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୪ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି । ଏନେଇ ହୀରାକୁଦ ଡ଼୍ୟାମ…

ଟେଷ୍ଟ କ୍ରିକେଟରୁ ଅବସର ନେବେ ଶାକିବ ଉଲ ହାସନ

କାନପୁର: ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ଶାକିବ ଉଲ ହାସନ ଆନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ସେ ଏହି ଘୋଷଣା କରିଛନ୍ତି । ସେ କହିଛନ୍ତି ଯଦି ସବୁ କିଛି ଠିକଠାକ ରୁହେ ତେବେ ଦକ୍ଷିଣ ଆଫିକା ବିପକ୍ଷ ମୀରପୁର ଟେଷ୍ଟ ତାଙ୍କର…

ମାଓବାଦୀଙ୍କ ବର୍ବର କାଣ୍ଡ; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ହତ୍ୟା

ମାଲକାନଗିରି: ପୁଣି ବଳି ପଡିଲେ ନିରୀହ ଜନତା । ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) । ଖବର ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି 

ଚଣ୍ଡିଗଡ: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ହସ୍ପିଟାଲରେ ଭର୍ତ୍ତି ହେବା ପରେ ସାରା ଡାକ୍ତରଖାନାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ତେବେ…

ଇଣ୍ଡିଆନ ଓପନ ୨୩ ବର୍ଷରୁ କମ ଆଥଲେଟିକ୍ସ ପ୍ରତିଯୋଗିତାରେ ଭାଗ ନେବେ ଓଡିଶାର ୧୦ ଆଥଲେଟ

ଭୁବନେଶ୍ୱର: ପାଟନାରେ ୨୮ରୁ ୩୦ ସେପ୍ଟମ୍ବର ପର୍ଯ୍ୟନ୍ତ ୪ର୍ଥ ଇଣ୍ଡିଆନ ଓପନ ୨୩ ବର୍ଷରୁ କମ ଆଥଲେଟିକ୍ସ ପ୍ରତିଯୋଗିତା ଆୟୋଜିତ ହେବ । ଓଡିଶାର ୧୦ ପ୍ରତିଭାବାନ ଆଥଲେଟ ଏଥିରେ ଅଂଶଗ୍ରହଣ କରିବା ପାଇଁ ଗସ୍ତ କରିଛନ୍ତି । ସମସ୍ତ ଆଥଲେଟ ଓଡିଶା ଆରଏଫ ଆଥଲେଟିକ୍ସ ହାଇ ପର୍ଫମାନ୍ସ ସେଂଟରରେ…