ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି: ଭୁବନେଶ୍ବର-ଦୁବାଇ ବିମାନ ସେବା ବାତିଲ
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଏହି କାରଣରୁ ଭାରତରେ ଅନେକ ଘରୋଇ ବିମାନ ଉଡାଣକୁ ରଦ୍ଦ କରାଯାଇଛି । ସେଥିମଧ୍ୟରେ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ କରାଯାଇଛି । ଏନେଇ ସୂଚନା ଦେଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ।
ଭୁବନେଶ୍ୱରରୁ ଦୁବାଇକୁ ସୋମବାର, ବୁଧବାର…