ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡିଶା ସୂଚନା କମିଶନ ଲାଞ୍ଚ ଅଭିଯୋଗରେ ଜଡିତ ଜଣେ ଆରଟିଆଇ ଆବେଦନକାରୀଙ୍କ ବିଷୟରେ ତଦନ୍ତ କରିବାକୁ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ସମ୍ପର୍କରେ କମିଶନ ପକ୍ଷରୁ ରେଜିଷ୍ଟ୍ରାର ଉପଯୁକ୍ତ ତଦନ୍ତ ପାଇଁ ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ପତ୍ର…