ଆଜିଠୁ ଶ୍ରୀମନ୍ଦିରରେ ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ
ପୁରୀ: ଶାରଦୀୟ ପାର୍ବଣରେ ଶ୍ରୀମନ୍ଦିରରେ ବିମଳା ମନ୍ଦିରରେ ଆରମ୍ଭ ହୋଇଛି ସହସ୍ରାକୁମ୍ଭାଭିଷେକ ଓ ଷୋଡଶ ଦିନାତ୍ମକ ପୂଜା । ମୂଳାଷ୍ଟମୀ ଠାରୁ ଏହି ପୂଜା ଆରମ୍ଭ ହୋଇଥିବା ବେଳେ ଆଶ୍ଵିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଚାଲୁ ରହିବ । ତେବେ ଚଳିତ ଥର ତିଥିରେ ବ୍ୟତିକ୍ରମକୁ ନଜରରେ ରଖି ୧୬ ଦିନ ବଦଳରେ…