ଆଜି ସୃଷ୍ଟି ହେବ ଲଘୁଚାପ, ୩ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ଏବେ ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ…