Latest Odisha News

BREAKING NEWS

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଦିବସ ପାଳନ

ନୂଆ ଦିଲ୍ଲୀ : ରାଜଧାନୀ ଦିଲ୍ଲୀ ହାଉଜଖାସର ପ୍ରମୁଖ ଜଗନ୍ନାଥ ମନ୍ଦିର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରାଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ମହୋତ୍ସବରେ ସହସ୍ରାଧିକ ଭକ୍ତ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…

ବାଗଚୀ ଶ୍ରୀ ଶଙ୍କର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନ ଉଦଘାଟିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରଠାରେ ବାଗ୍‌ଚୀ ଶ୍ରୀ ଶଂକର କ୍ୟାନସର ହସ୍ପିଟାଲ ଓ ଗବେଷଣା ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ଦେଶର ଅନ୍ୟତମ ଅଗ୍ରଣୀ କ୍ୟାନସର ଚିକିତ୍ସା ପ୍ରତିଷ୍ଠାନ ବାଙ୍ଗାଲୋରର ଶ୍ରୀ ଶଂକର କ୍ୟାନସର ହସ୍ପିଟାଲ ଓ ଗବେଷଣା…

ନୟାଗଡ଼ରୁ ୫ ଦେଶୀ ବନ୍ଧୁକ ଜବତ, ୫ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲାର ଦୁଇଟି ଗାଁରୁ ପୁଲିସ ୫ଟି ଦେଶୀ ବନ୍ଧୁକ ଜବତ କରିବା ସହ ୫ ଜଣଙ୍କୁ ଗିରଫ କରିଛି। ଏହି ବେଆଇନ ଅସ୍ତ୍ରଶସ୍ତ୍ର ସମ୍ପର୍କରେ ସୂଚନା ମିଳିବା ପରେ ପୁଲିସ ଜିଲ୍ଲାର ରଣପୁର ବ୍ଲକ ଅନ୍ତର୍ଗତ ଦୁଇଟି ଗାଁରେ ଚଢ଼ାଉ କରିଥିଲା। ରଣପୁର ଥାନା ଅନ୍ତର୍ଗତ ଖତରିବରାପୁର ଗାଁରେ…

ଗଞ୍ଜାମରେ ଓଲଟି ପଡ଼ିଲା ବସ, ୪୩ ଆହତଙ୍କ ମଧ୍ୟରୁ ୪ ଗୁରୁତର

କୋରାପୁଟ: କୋରାପୁଟରୁ ବ୍ରହ୍ମପୁର ଅଭିିମୁଖେ ଆସୁଥିବା ଏକ ବସ୍ ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ନିକଟରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୪୩ ଜଣ ଆହତ ହୋଇଛନ୍ତି। ପାହାଡ଼ିଆ ରାସ୍ତାରେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇବାରୁ ବସଟି ଓଲଟି ପଡ଼ିଛି। କୋରାପୁଟ ଜିଲ୍ଲା ମନବାର ଓ ମସ୍ତିପୁଟ…

କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ, ୭ ଆହତ

କେନ୍ଦୁଝର: ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପିକନିକ୍ ପାର୍ଟି ନେଇ ଯାଉଥିବା ଏକ ଭ୍ୟାନ୍ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳେ ଘଟଗାଁ…

୬୦ ବର୍ଷ ବୟସରେ ବିବାହ କରିବେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବନୀଜ

କ୍ୟାନବେରା: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବନୀଜ ୬୦ ବର୍ଷ ବୟସରେ ତାଙ୍କ ବାନ୍ଧବୀ ଜୋଡୀ ହେଡେନଙ୍କୁ ବିବାହ କରିବାକୁ ଯାଉଛନ୍ତି । ନିକଟରେ ସେମାନଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି । ସୋସିଆଲ ମିଡିଆରେ ଉଭୟ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ହେଡେନ ହୀରାର ମୁଦି ପିନ୍ଧିଥିବା…

ଗାଙ୍ଗୁଲି, ଧୋନୀଙ୍କୁ ପଛରେ ପକାଇଲେ ରୋହିତ

ରାଜକୋଟ: ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ଆକର୍ଷଣୀୟ ଶତକ ହାସଲ କରିଛନ୍ତି । ୭ ମାସ ପରେ ସେ ଟେଷ୍ଟରେ ଶତକ ମାରିଛନ୍ତି । ସେ ତାଙ୍କ ଇନିଂସରେ ୧୯୬ ବଲର ସମ୍ମୁଖୀନ ହୋଇ ୧୪ ଚୌକା ଓ ୩ ଛକା ମାରିଥିଲେ । ଗତ ବର୍ଷ ଜୁଲାଇରେ ସେ ୱେଷ୍ଟଇଣ୍ଡିଜ ବିପକ୍ଷରେ…

ଜୟପୁର ଆଇଟିଆଇ ସହ ବୁଝାମଣାପତ୍ର ସ୍ୱାକ୍ଷର କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଦକ୍ଷତା ବିକାଶ ଓ ସୁରକ୍ଷା କ୍ଷେତ୍ରକୁ ପ୍ରାଥମିକତା ଦେଇ ଟିପିଏସ୍ଓଡିଏଲ୍ (ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍) ପକ୍ଷରୁ ଜୟପୁର ସ୍ଥିତ ଗୋପବନ୍ଧୁ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ) ସହ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଏହି ସହଭାଗିତା ଦ୍ୱାରା ଆଇଟିଆଇ…