ଏକଲବ୍ୟ ପୁରସ୍କାର ପାଇବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ
ଭୁବନେଶ୍ବର: ଏକଲବ୍ୟ ପୁରସ୍କାରରେ ସମ୍ମାନିତ ହେବେ ସନ୍ତରଣକାରୀ ପ୍ରତ୍ୟାଶା ରାୟ । ପ୍ରତ୍ୟାଶାଙ୍କୁ ୩୨ ତମ ଏକଲବ୍ୟ ପୁରସ୍କାରର ବିଜେତା ଘୋଷଣା କରିଛନ୍ତି ଜୁରୀ ।
ଜଣେ ଉଦୀୟମାନ ସନ୍ତରଣକାରୀ ଭାବେ ବହୁ ରେକର୍ଡ ସୃଷ୍ଟି କରିଥିବା ପ୍ରତ୍ୟାଶା ‘ଇମ୍ପାକ୍ଟ’ ପରିଚାଳିତ ଏକଲବ୍ୟ ପୁରସ୍କାର…