ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅତିଶୀ
ନୂଆଦିଲ୍ଲୀ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ଆମ୍ ଆଦମୀ ପାର୍ଟି ନେତା ଅତିଶୀ। ଶନିବାର ଦିନ ସେ ରାଜ ନିବସ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିଛନ୍ତି। ଦିଲ୍ଲୀର ଉପ ରାଜ୍ୟପାଳ ବିନୟ କୁମାର ସକ୍ସେନା ତାଙ୍କୁ ଶପଥ ପାଠ କରାଇଛନ୍ତି।
ତାଙ୍କ ସହ ଆପ୍…