Latest Odisha News

BREAKING NEWS

ଭିଏସଏସ ନଗର ଠାରେ ୩ ଘଣ୍ଟା ମଧ୍ୟରେ ରୋଡ ଓଭର ବ୍ରିଜ୍ ଉପରେ ସ୍ଥାପନ ହେଲା ଗାର୍ଡ

ଭୁବନେଶ୍ୱର: ପ୍ରମୁଖ ମାଇଲଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ । ଏକ ଉଲ୍ଲେଖନୀୟ ଇଞ୍ଜିନିୟରିଂ କାର୍ଯ୍ୟରେ, ପୂର୍ବତଟ ରେଳପଥ ଆଜି ମାତ୍ର ତିନି ଘଣ୍ଟା ମଧ୍ୟରେ ପ୍ରତ୍ୟକ ୩୬ ମିଟର ଲମ୍ବ ପାଞ୍ଚଗୋଟି ଷ୍ଟିଲ୍ ଗାର୍ଡ଼ର (ଯାହାର ଓଜନ ପ୍ରତ୍ୟକ ୩୫ ଟନ୍) କୁ ସଫଳତାର ସହ ସ୍ଥାପନ କରାଯାଇଛି ।…

‘ଫରେଷ୍ଟର ଆତ୍ମହତ୍ୟାର ନ୍ୟାୟିକ ତଦନ୍ତ ହେବ ଦୋଷୀଙ୍କୁ ନିଶ୍ଚିତ ଦଣ୍ଡ ମିଳିବ’

ରାୟଗଡ: ଜାରିଂ ହାଇିଟେକ୍ ନର୍ସିରୀ କାର୍ଯ୍ୟରତ ଫରେଷ୍ଟର ସଂଜୟ ନାୟକ (୩୪)ଙ୍କ ଆତ୍ମହତ୍ୟା ଘଟଣା । ଏହାର ନ୍ୟାୟିକ ତଦନ୍ତ ହେବ ଏବଂ ଦୋଷୀଙ୍କୁ ନିଶ୍ଚିତ ଦଣ୍ଡ ମିଳିବ ବୋଲି ଆଜି କହିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଟିଂଆ । ମୋହନ ସରକାର ଘଟଣାକୁ…

ଲେଜେଣ୍ଡସ ଲିଗ କ୍ରିକେଟ ପାଇଁ କୋଣାର୍କ ସୂର୍ଯ୍ୟସ ଓଡିଶା ପ୍ରସ୍ତୁତ: ଇରଫାନ ପଠାନ

ଯୋଧପୁର: ଲିଜେଣ୍ଡସ ଲିଗ କ୍ରିକେଟ ଟୁର୍ଣ୍ଣାମେଂଟରେ କୋଣାର୍କ ସୂର୍ଯ୍ୟସ ଓଡିଶା ଟିମ ଭଲ ପ୍ରଦର୍ଶନ କରିବ ବୋଲି ଅଧିନାୟକ ତଥା ଭାରତର ପୂର୍ବତନ ଅଲରାଉଣ୍ଡର ଇରଫାନ ପଠାନ ଦୃଢ଼ତା ସହକାରେ କହିଛନ୍ତି । ଓଡିଶାର ଲୋକେ ଖେଳ ପ୍ରତି ଅତ୍ୟନ୍ତ ସମ୍ବେଦନଶୀଳ ବୋଲି ସେ କହିଛନ୍ତି । ଗତ ସଂସ୍କରଣର…

ପୁରୀରେ ଅକ୍ଟୋବର ୧୮ରୁ ହେବ ଜାତୀୟ ତୀରନ୍ଦାଜ ଟୁର୍ଣ୍ଣାମେଣ୍ଟ

ପୁରୀ: ଜଗନ୍ନାଥ ଷ୍ଟାଡିୟମ ଠାରେ ୪ର୍ଥ ଏନଟିପିସି ଜାତୀୟ ର‌୍ୟାଙ୍କିଂ ତୀରନ୍ଦାଜ ଟୁର୍ଣ୍ଣାମେଣ୍ଟ ଅକ୍ଟୋବର ୧୮ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ଟୁର୍ଣ୍ଣାମେଣ୍ଟକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ…

ବାଂଲାଦେଶ ବିପକ୍ଷରେ ଭାରତ ୩୦୮ ରନରେ ଅଗ୍ରଣୀ: କୋହଲି, ରୋହିତ ପୂନର୍ବାର ବିଫଳ

ଚେନ୍ନାଇ: ବାଂଲାଦେଶ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟର ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୩୦୮ ରନର ଅଗ୍ରଣୀ ହାସଲ କରି ସୁବିଧା ଜନକ ସ୍ଥିତିରେ ରହିଛି । ଷ୍ଟମ୍ପସ ଅପସାରଣ ବେଳକୁ ଟିମ ଇଣ୍ଡିଆ ୩ ୱିକେଟ ହରାଇ ୮୧ ରନ ସଂଗ୍ରହ କରିଛି । ଶୁଭମନ ଗିଲ ୩୩ ଓ ରିଷଭ ପନ୍ତ ୧୨ ରନ କରି ଅପରାଜିତ…

ଶିମିଳିପାଳରେ ପୁଣି ଏକ ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ

ବାଙ୍ଗିରିପୋଷି: ରାଜ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । କିଛି ଦିନ ବ୍ୟବଧାନରେ ଶିମିଳିପାଳରେ ପୁଣି ଏକ ହାତୀର ମୃତଦେହ ଠାବ ହୋଇଛି । ବାଙ୍ଗିରିପୋଷି ରେଞ୍ଜ ଅଧୀନ ବାଲିଆଢିପା ନିକଟରେ ଆଜି ଏକ ମାଈ ହାତୀର ମୃତଦେହ ଠାବ କରିଛି ବନ ବିଭାଗ । ତେବେ ମାଈ ହାତୀ ଟିର…

ଉପନ୍ୟାସ ଅସ୍ଥିର ପାଦ ପାଇଁ ସରୋଜିନୀ ସାହୁ ପାଇବେ ୪୫ ତମ ଶାରଳା ପୁରସ୍କାର

ଭୁବନେଶ୍ୱର : ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ଉପନ୍ୟାସ ବାମାପାଦ ପାଇଁ ୪୫ତମଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ଏହି ମର୍ଯ୍ୟାଦାଜନକ ପୁରସ୍କାରରେ ଲେଖିକାଙ୍କୁ ଉତ୍ତରୀୟ, ସମ୍ମାନପତ୍ର,…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ…

ଭରତପୁର ଥାନା ଘଟଣା: ହାଇକୋର୍ଟଙ୍କ ହସ୍ତକ୍ଷେପ ଲୋଡିଲେ ସେନା କମାଣ୍ଡର

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମହଶ ମାରିବା ଘଟଣା ଏବେ ତେଜିବାରେ ଲାଗିଛି । ପୋଲିସର କାର୍ଯ୍ୟ ନେଇ ଏବେ ଉଠିଛି ବଡ ପ୍ରଶ୍ନ । ସୁରକ୍ଷା ଦେଉଥିବା ଲୋକ ଯଦି ଏପରି କରିବ ତାହାଲେ ଲୋକେ ସୁରକ୍ଷା ମାଗିବା କାହାକୁ । ତା ଉପରେ ପୁଣି ବାନ୍ଧବୀଙ୍କ…

ଦଶାହ ଭୋଜି ଖାଇ ଦୁଇ ମୃତ, ୩୦ରୁ ଉର୍ଦ୍ଧ୍ବ ମେଡିକାଲରେ ଭର୍ତ୍ତି

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ । ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସମସ୍ତଙ୍କୁ ବାରିପଦା ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ,…