୨୧ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ, ନିରୀକ୍ଷଣ ସମୟରେ ସାଧାରଣ ଦର୍ଶନ ବନ୍ଦ
ପୁରୀ: ୨୧ରୁ ୩ ଦିନ ଧରି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ। ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ ତାରିଖରେ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ଏଏସଆଇ ପକ୍ଷରୁ ସର୍ଭେ କରାଯିବ। ରତ୍ନଭଣ୍ଡାର ନିରୀକ୍ଷଣ ସମୟରେ…