‘ବିଧାନସଭାରୁ ସଂସଦକୁ ଯିବା ମୋ ପାଇଁ ପ୍ରମୋସନ’
କଟକ: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ଦେବାଶିଷ ସାମନ୍ତରାୟ । କହିଲେ ‘ବିଧାନସଭାରୁ ସଂସଦକୁ ଯିବା ମୋ ପାଇଁ ବହୁତ ବଡ଼ ସୁଯୋଗ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଁ ଧନ୍ୟବାଦ ଜଣାଉଛି’। ସେ ଆହୁରି କହିଛନ୍ତି, ‘ଦଳର ଆଭିମୁଖ୍ୟ ଓ ଓଡ଼ିଶାରେ ଯାହା ସମସ୍ୟା…