ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣାରେ ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ
ଭୁବନେଶ୍ୱର: ରାଜଧାନୀର ଭରତପୁର ଥାନାରେ ଭାରତୀୟ ସେନା ଅଧିକାରୀ ମେଜର ଗୁରୁବନ୍ତ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆଙ୍କୁ ରିପୋର୍ଟ ମାଗିଛନ୍ତି ।
ମେଜର ସିଂ ଏବଂ…