ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ : ମୋହନ
ପୁରୀ: ଆଜି ଓଡ଼ିଶାରେ ନୂଆ ସରକାରଙ୍କୁ ପୁରିଛି ୧୦୦ ଦିନ । ଏହି ଅବସରରେ ଜନତାଙ୍କ ଆଗରେ ନିଜ ରିପୋର୍ଟ କାର୍ଡ ରଖିଛନ୍ତି ସରକାର। ପୁରୀରେ ଆୟୋଜିତ ବିଶାଳ ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋକଙ୍କ ମତ ଓ ହିତକୁ ନେଇ ସରକାର ସବୁ ବେଳେ ଚାଲିବା କଥା l କିନ୍ତୁ ଲୋକ ବିରୋଧୀ…