ବ୍ରହ୍ମପୁର ଏମକେସିଜି ମେଡିକାଲରେ ର୍ୟାଗି°, ସିନିୟର ଛାତ୍ରଙ୍କ ମାଡ଼ରେ ଲହୁଲୁହାଣ ଜୁନିୟର ଛାତ୍ର
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଆଣ୍ଟି ର୍ୟାଗିଂ…