Latest Odisha News

BREAKING NEWS

ଏକ ଦେଶ ଏକ ନିର୍ବାଚନକୁ କ୍ୟାବିନେଟ ମଞ୍ଜୁରୀ, ଜାଣନ୍ତୁ ଏବେ କଣ ହେବ… 

ନୂଆଦିଲ୍ଲୀ: ଦେଶରେ ୱାନ ନେସନ ୱାନ ନିର୍ବାଚନକୁ ଆଜି କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ୱାନ ନେସନ ୱାନ ନିର୍ବାଚନ ପାଇଁ ଏକ କମିଟି ଗଠନ କରାଯାଇଥିଲା, ଯାହାର ଅଧ୍ୟକ୍ଷ ପୂର୍ବତନ ରାଷ୍ଟ୍ରପତି ରାମ ମନାଥ କୋବିନ୍ଦ ଥିଲେ। ତେବେ ଏହା ଲାଗୁ ହେବା ପାଇଁ ସମ୍ବିଧାନ ସଂଶୋଧନ ଏବଂ ରାଜ୍ୟ ଗୁଡିକର…

ପେଜର ବମ୍ : ମୋସାଦର ନୂଆ କୌଶଳ ?

ନୂଆଦିଲ୍ଲୀ: ଲେବାନନ ଓ ସିରିଆରେ ସିରିଆଲ୍ ପେଜର ବ୍ଲାଷ୍ଟ। ପ୍ରାୟ ଘଂଟାଏ ଧରି ହୋଇଥିଲା ପେଜର ବିସ୍ଫୋରଣ। ଏଥିରେ ଅନେକ ହୋଇଛନ୍ତି ମୃତାହତ । ସାଧାରଣ ନାଗରିକଙ୍କ ସମେତ ଇରାନ୍ ସମର୍ଥିତ ଇସ୍ରାଏଲ ବିରୋଧୀ ମିଲିସିଆ ହିଜବୋଲ୍ଲା କିଛି ସଦସ୍ୟ ନିହତ ହୋଇଥିବା ବେଳେ ଲେବାନନରେ ଇରାନ ରାଷ୍ଟ୍ରଦୂତ…

ଚମ୍ପୁଆ ବିଧାୟକ ସନାତନ ମହାକୁଡଙ୍କୁ ଆଶ୍ୱସ୍ତି

କଟକ: ଚମ୍ପୁଆ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କୁ ଆଶ୍ବସ୍ତି । ତାଙ୍କ ବିରୋଧରେ ଚାଲିଥିବା ନିର୍ବାଚନୀ ଅନିୟମିତତା ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ଚଳିତ ନିର୍ବାଚନରେ ଚମ୍ପୁଆରୁ ସ୍ବାଧୀନ ପ୍ରାର୍ଥୀ ଥିବା ଗୁରୁବକ୍ସ ସିଂ ଆଲୁୱାଲିଆ କରିଥିବା ମାମଲା ଧାର୍ଯ୍ୟ ସମୟ ସୀମା ପରେ…

ଗଣତନ୍ତ୍ରର ନୂଆ ଅଧ୍ୟାୟ

ନୂଆଦିଲ୍ଲୀ: ଜାମ୍ମୁ ଓ କାଶ୍ମୀରରେ ଆରମ୍ଭ ହୋଇଛି ଗଣତନ୍ତ୍ରର ନୂଆ ଅଧ୍ୟାୟ । ଐତିହାସିକ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହୋଇଛି । ଧାରା ୩୭୦ ହଟିବା ପରେ ବର୍ତ୍ତମାନ କେନ୍ଦ୍ର ଶାସିତ ଅଂଚଳ ମାନ୍ୟତା ପାଇଥିବା ଜାମ୍ମୁ ଓ କାଶ୍ମୀରରେ ନିର୍ବାଚନ ହେଉଛି । ୯୦ ଆସନ…

ଚନ୍ଦ୍ରାୟନ ୪ ମିଶନକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ l ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁର ହୋଇଛି l ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି l ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ…

ରାଜ୍ୟରେ ୬ ହଜାର ମୁହାଁ ଡେଙ୍ଗୁ ସଂକ୍ରମଣ, ୨୪ ଘଣ୍ଟାରେ ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ କାୟା ବିସ୍ତାର କରିଛି ଡେଙ୍ଗୁ ଜ୍ବର । ଯାହାକୁ ନେଇ ଭୟବୀତ ଅଛନ୍ତି ଲୋକେ । ବର୍ତ୍ତମାନ ସୁଦ୍ଧା ୬ ହଜାର ଛୁଇଁଛି ରୋଗୀଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ରାଜ୍ୟରେ ଡେଙ୍ଗୁ ପରୀକ୍ଷା ପାଇଁ କିଟ୍‌ର ଅଭାବ ଦେଖା ଦେଇଛି । ପୁଣି ଅକ୍ଟୋବର ମାସ ପର୍ଯ୍ୟନ୍ତ ଏହି…

ଧମାଲ କରୁଛି ସ୍ତ୍ରୀ-୨; ଯବାନକୁ ପଛରେ ପକାଇ ବନିଲା ନଂ ୧

ମୁମ୍ବାଇ: ଧମାଲ କରୁଛି ସ୍ତ୍ରୀ-୨। ଶ୍ରଦ୍ଧା କପୁରଙ୍କ ଅଭିନୀତ ଏହି ଫିଲ୍ମ ବର୍ତ୍ତମାନ ହିନ୍ଦୀ ସିନେମାର ସବୁଠାରୁ ଅଧିକ ବ୍ୟବସାୟ କରିଥିବା ଚଳଚ୍ଚିତ୍ର ହୋଇପାରିଛି। ଏପରିକି କିଙ୍ଗ ଖାନଙ୍କ 'ଯବାନ'କୁ ପଛରେ ପକାଇ ଦେଶରେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ମ୍ୟାଡକ୍ ଫିଲ୍ମସ୍ ପକ୍ଷରୁ…

ମେଜରଙ୍କ ବାନ୍ଧବୀଙ୍କୁ ଜାମିନ, ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ହୋଇଥିଲେ ଗିରଫ

କଟକ: ମେଜରଙ୍କ ବାନ୍ଧବୀଙ୍କୁ ମିଳିଲା ହାଇକୋର୍ଟରୁ ଜାମିନ l ଗତକାଲି ଶୁଣାଣି ଅସମାପ୍ତ ରଖି ଆଇଓଙ୍କୁ ହାଜର ପାଇଁ ନିର୍ଦ୍ଦେଶ କରିଥିଲେ କୋର୍ଟ l ଆଜି ମାମଲାର ଶୁଣାଣି କରି ଯୁବତୀଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ l ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଉକ୍ତ ଯୁବତୀଙ୍କୁ ଗିରଫ…

ବାଲେଶ୍ବର ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପରେ ଏପରି କହିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆଜି ଆକାଶ ମାର୍ଗରୁ ବାଲେଶ୍ବର ଜିଲ୍ଲାର ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ ପରେ ସେଠାକାର ସ୍ଥିତି ଉଦବେଗ ଜନକ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲଘୁଚାପ ଜନିତ ବର୍ଷା କରାଣରୁ ୩ଟି ନଦୀରେ ଜଳସ୍ତର ବଢ଼ିଛି । ଫଳରେ ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି…

ଝାଡଖଣ୍ଡ ଛାତ୍ରଙ୍କ ମୃତ୍ୟୁ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ହେମନ୍ତ ସୋରେନଙ୍କ ଅନୁରୋଧ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଝାଡ଼ଖଣ୍ଡ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟଣା । ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏନେଇ ସୋଶିଆଲ ମିଡିଆ ‘ଏକ୍ସ’ରେ ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି…