Latest Odisha News

BREAKING NEWS

୧୩ ବର୍ଷ ପରେ କୋହଲି ପ୍ରଥମ ଥର ସମ୍ପୂର୍ଣ୍ଣ ଟେଷ୍ଟ ସିରିଜରୁ ଓହରିଲେ, ସଚିନ ୪ଥର ଖେଳି ନ ଥିଲେ

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ତାଙ୍କ ଆନ୍ତର୍ଜାତୀୟ ଟେଷ୍ଟ କ୍ୟାରିୟରରେ ପ୍ରଥମ ଥର ପାଇଁ ସମ୍ପୂର୍ଣ୍ଣ ସିରିଜରୁ ଓହରି ଯାଇଛନ୍ତି । ବ୍ୟକ୍ତିଗତ କାରଣ ଯୋଗୁ ସେ ଏହି ନିଷ୍ପତି ନେଇଛନ୍ତି । କୋହଲି ୨୦ ଜୁନ ୨୦୧୧ରେ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ । ସେବେଠାରୁ ସେ…

ଖୁବଶୀଘ୍ର ଚନ୍ଦ୍ରକୁ ଯିବେ ଭାରତୀୟ ମହାକାଶଚାରୀ: ISRO

ନୂଆଦିଲ୍ଲୀ: ମହାକାଶ ଗବେଷଣା କ୍ଷେତ୍ରରେ ଆଗେଇ ଚାଲିଛି ଇସ୍ରୋ। ତେବେ ଖୁବଶୀଘ୍ର ଚନ୍ଦ୍ରକୁ ଭାରତୀୟ ମହାକାଶଚାରୀଙ୍କୁ ପ୍ରେରଣ କରାଯିବ। ଇସ୍ରୋର ଚନ୍ଦ୍ରାୟନ -୩ ମିଶନ ପ୍ରକଳ୍ପ ନିର୍ଦ୍ଦେଶକ ପି ଭେରାମୁଥୁଭେଲ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୨୦୩୫ ସୁଦ୍ଧା ନିଜର ସ୍ପେସ୍ ଷ୍ଟେସନ…

ମେଡିକାଲ ଛାତ୍ର ହଷ୍ଟେଲରେ ରହିବା ବାଧ୍ୟତାମୂଳକ ନୁହେଁ: ଏନଏମସି

ନୂଆଦିଲ୍ଲୀ: ମେଡିକାଲ ଛାତ୍ର ହଷ୍ଟେଲରେ ରହିବା ବାଧ୍ୟତାମୂଳକ ନୁହେଁ। ଏପରି କରିବାକୁ ବାଧ୍ୟ କଲେ ସଂପୃକ୍ତ ମେଡିକାଲ କଲେଜ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ନ୍ୟାସନାଲ ମେଡିକାଲ କମିଶନ ସ୍ନାତକୋତ୍ତର (ପିଜି) ଛାତ୍ରମାନଙ୍କୁ ମହଙ୍ଗା ହଷ୍ଟେଲରେ ରହିବାକୁ ବାଧ୍ୟ କରିବା…

ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ମହା ସମାବେଶକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମଗ୍ର ରାଜ୍ୟରେ…

ପିଆଜ କଟାକୁ ନେଇ ପ୍ରେମିକାଙ୍କୁ ଛୁରି ଭୁସିଦେଲେ ପ୍ରେମିକ

ଓ୍ବାଶିଂଟନ୍‌: ପିଆଜ ନ କାଟିବାରୁ ପ୍ରେମିକାଙ୍କୁ ହତ୍ୟା କଲେ ପ୍ରେମିକ । ଆମେରିକାର ଇଣ୍ଡିଆନ ରାଜ୍ୟରେ ଏପରି ଘଟଣା ଦେଖିବାକୁ ମିଳିଛି। ବୃଦ୍ଧ ପ୍ରେମିକ ନିଜ ପ୍ରେମିକାଙ୍କୁ ହତ୍ୟା କରିବା ଅଭିଯୋଗରେ ଗିରଫ ହୋଇଛନ୍ତି । ଗିରଫ ପ୍ରେମିକ ହେଉଛନ୍ତି ଚାର୍ଲସ । ମୃତକ ମହିଳା ହେଲେ ମାର୍ସିଆ…

ରଣଜୀ ଟ୍ରଫି: ଉତରାଖଣ୍ଡର ୩୪୨ ରନ ଜବାବରେ ଓଡିଶା ୧୨୩/୬

କଟକ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ପୁନର୍ବାର ଓଡିଶା ବ୍ୟାଟ୍ସମ୍ୟାନ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି । ଡ୍ରିମ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା ଗ୍ରୁପ ଡି ମୁକାବିଲାରେ ଉତରାଖଣ୍ଡର ପ୍ରଥମ ଇନିଂସ ସ୍କୋର ୩୪୨ ରନ ଜବାବରେ ଓଡିଶା ୬ ୱିକେଟ ବିନିମୟରେ ୧୨୩ ରନ କରିଛି । ଆଶୀର୍ବାଦ ସ୍ୱାଇଁ ୫୪…

ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୋଲିସ ଦିଲ୍ଲୀରେ ପୁରସ୍କୃତ

ଭୁବନେଶ୍ୱର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଆଜି ଦିଲ୍ଲୀରେ ପୁରସ୍କୃତ ହୋଇଛି ଓଡ଼ିଶା ପୋଲିସ । ଡିଜିପିଙ୍କ ତରଫରୁ କ୍ରାଇମ୍‌ବ୍ରାଞ୍ଚ ଆଇଜି ସଫିନ୍‌ ମହମ୍ମଦ କେ ଏହି ପୁରସ୍କାର ଗ୍ରହଣ କରିଛନ୍ତି । କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍‌ ଏକ୍ସଲେ‌ନ୍‌ସ ସହଯୋଗରେ ଫ୍ୟୁଚର କ୍ରାଇମ୍‌…

ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଗୁରୁତର 

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବେଲପଡ଼ା ଥାନା କାନୁଟ ଗାଁରେ ଘଟିଛି ଏଭଳି ଅଘଟଣ । ସୂଚନା ଅନୁସାରେ, ସ୍ଥାନୀୟ କାନୁଟ ଗାଁ ଉପର ପଡାଠାରେ ଅଘଟଣ ଘଟିଛି। ଘରର ସବୁ ଲୋକ ଟିଭି ଦେଖୁଥିବା ବେଳେ ଗ୍ୟାସ…

ଫୋନ ନମ୍ୱର ବନ୍ଦ କରିବେ ଏଲନ ମସ୍କ, ଏକ୍ସରେ କରିବେ କଲ୍! 

ନୁୟର୍କ: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଖୁବ୍‌ଶୀଘ୍ର ଫୋନ ନମ୍ବରକୁ ବନ୍ଦ କରିବେ ବୋଲି ଜଣାପଡିଛି। ସେ ନିଜେ ଫୋନ ନମ୍ବର ବନ୍ଦ କରିବାକୁ ଘୋଷଣା କରିଛନ୍ତି। ମସ୍କ କହିଛନ୍ତି ଯେ, ବର୍ତ୍ତମାନ ସେ ଫୋନ ନମ୍ବର ବିନା ଲୋକଙ୍କ ସହ କଥା ହେବେ। ବର୍ତ୍ତମାନ ସେ କେବଳ ଏକ୍ସ ମାଧ୍ୟମରେ…

ଅତିଥି ବେଶରେ ଆସି ବିବାହ ମଣ୍ଡପରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଭୁବନେଶ୍ଵର: ରାଜଧାନୀରେ ଥମୁନି ଲୁଟେରାଙ୍କ ଉତ୍ପାତ । ଦିନକୁ ଦିନ ଏହା ଉଗ୍ର ରୂପ ଧରିଲାଣି । ପ୍ରତ୍ୟେକ ଦିନ କିଛି ନା କିଛି ଲୁଟର ଖବର ସାମ୍ନାକୁ ଆସୁଛି । ସେ ଛିନତାଇ ହେଉ କିମ୍ବା ଆପାର୍ଟମେଣ୍ଟରୁ ଚୋରୀ ଏଭଳି ଅନେକ ଘଟଣା ଘଟୁଛି । ତେବେ ଆଜି ଏପରି ଏକ ଅଭାବନୀୟ ଘଟମା ସାମ୍ନାକୁ ଆସିଛି…